ବିଜେଡିରୁ ବହିଷ୍କାର ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ଭୁବନେଶ୍ୱର:ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଗତକାଲି ସମ୍ବଲପୁର ଠାରୁ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏଥରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିଲେ ।

sankha bhawan

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । ପ୍ରମୋଦ ରଥଙ୍କ ଦଳ ବିରୋଧୀ କାର୍ଯ୍ୟ ସମ୍ପର୍କରେ ପ୍ରମାଣ ମିଳିବା ପରେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+