ବିଜେଡିରୁ ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଲମ୍ବିତ କଲା ବିଜେଡି; ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ସସପେଣ୍ଡ
ବିଜେଡିରୁ ପ୍ରଫୁଲ୍ଲ ମଲ୍ଲିକ ସସପେଣ୍ଡ । ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଲମ୍ବିତ କଲା ବିଜେଡି । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ସସପେଣ୍ଡ ହୋଇଛନ୍ତି ।
ଗତକାଲି ବିଜେଡିକୁ ଚେତାବନୀ ଦେଇଥିଲେ ପ୍ରଫୁଲ୍ଲ । ଠିକ ଢଙ୍ଗରେ ନ ଚାଲିଲେ ଦଳରୁ ଦୂରେଇଯିବ କହିଥିଲେ ।
ବିଜେଡି ବିରୋଧୀ ଦଳର ଭୂମିକା ନିର୍ବାହ କରୁନି କହିଥିଲେ ପ୍ରଫୁଲ୍ଲ । ପୂର୍ବ ବିଚାର ଧାରାରେ ଦଳ ନାହିଁ ବୋଲି କହିଥିଲେ ପୂର୍ବତନ କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ ମଲ୍ଲିକ । ନବୀନ ସରକାରରେ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ପ୍ରଫୁଲ୍ଲ ।













Click it and Unblock the Notifications