ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ,ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ସସ୍‌ପେଣ୍ଡ

ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍‌ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ। ସେମାନେ ହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର।

naveen pattnaik

ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପାଟକୁରା ବିଧାୟକ ହୋଇଥିବା ବେଳେ ଚମ୍ପୁଆରୁ ପ୍ରତିନିଧିତ୍ୱ କରୁଛନ୍ତି ସନାତନ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+