ଆଜି ଲୋକସେବା ଭବନ ଘେରାଉ କରିବ ବିଜେଡି; ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ୍ ପହଞ୍ଚିବାକୁ ନିର୍ଦ୍ଦେଶ
ଆଜି ଲୋକସେବା ଭବନ ଘେରାଉ କରିବ ବିଜେଡି । ବିଜେଡିର ଲୋକସେବା ଭବନ ଘେରାଉ ନେଇ ତତ୍ପରତା । ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ୍ ପହଞ୍ଚିବାକୁ ନିର୍ଦ୍ଦେଶ ।
ଲୋକସେବା ଭବନ ଓ ଆଖପାଖ ଅଫିସ୍ରେ ସୁରକ୍ଷା ବ୍ୟବସ୍ଥା । ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟିହେବା ନେଇ ସୁରକ୍ଷା କଡ଼ାକଡ଼ି । ସାଢ଼େ ୯ଟାରୁ ଲୋକସେବା ଭବନ ସମ୍ମୁଖ ଗେଟ୍ ବନ୍ଦ ହେବ ।













Click it and Unblock the Notifications