ବିଜେଡିର ନୂଆ ପ୍ଲାନ୍ ; ଅକ୍ଟୋବର ୨ ରୁ ଆରମ୍ଭ କରିବ ସଦସ୍ୟତା ଅଭିଯାନ

ବିଜେଡି ଆରମ୍ଭ କରିବାକୁ ଯାଉଛି ସଦସ୍ୟତା ଅଭିଯାନ । ଆସନ୍ତା ମାସ ଅର୍ଥାତ୍ ଅକ୍ଟୋବର ୨ରେ ବିଜେଡିର ତାର ସଦସ୍ୟତା ଅଭିଯାନ ଆରମ୍ଭ କରିବ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସଦସ୍ୟତା ସଂଗ୍ରହ କମିଟି ସଦସ୍ୟ ତଥା ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ ।

Naveen pattnaik

ସୁଭାଶିଷ କହିଛନ୍ତି, ଆଜି ବି ଲୋକେ ନବୀନଙ୍କ ଉପରେ ଆଶା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଛନ୍ତି । ତୃଣମୂଳ ସ୍ତରର କର୍ମୀ ଓ ନୂତନ କରି ଯେଉଁମାନେ ସଦସ୍ୟ ଗ୍ରହଣ କରିବେ, ଆଶା ଅଛି ଯେ ସେମାନେ ନବୀନ ବାବୁଙ୍କ ଉପରେ ଥିବା ଭଲ ପାଇବା ଯୋଗୁଁ ବିଜେଡିରେ ସାମିଲ ହେବେ । ଲୋକେ ଜାଣିଲେଣି ନୂଆ ସରକାର ବିଫଳ । ତେଣୁ ତୃଣମୂଳ ସ୍ତରରେ ଲୋକଙ୍କ ସଦସ୍ୟତା ବଢିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+