ଆସିଲା ବିଜେପି ଦ୍ଵିତୀୟ ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ

ଆସିଲା ବିଜେପି ଦ୍ଵିତୀୟ ବିଧାନସଭା ପ୍ରାର୍ଥୀ ତାଲିକା । ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ରାଉରକେଲା ଆସନରୁ ଦଳ ଟିକେଟ୍ ଦେଇଛି ।

bjp

ସେହିପରି ରାଉରକେଲା - ଦିଲ୍ଲୀପ ରୟ

ପାଟଣା -ଅଖିଲ ଚନ୍ଦ୍ର ନାୟକ
ସାରସକଣା- ଭାଦବ ହାଁସଦା
ରାଇରଙ୍ଗପୁର- ଜୋଲେନ ବରଦା
ବାଙ୍ଗିରିପୋଷ-ସଞ୍ଜଳୀ ମୁର୍ମୁ
କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ,
ଝରିଗାଁ- ନରସିଂହ ଭତ୍ରା
ଡାବୁଗାଁ- ସୋମନାଥ ପୂଜାରୀ
ରାଜନଗର- ଲଳିତ ବେହେରା
ବାଲିକୁଦା-ଏରସମା ସତ୍ୟସାରଥି ମହାନ୍ତି
ଜଗତସିଂହପୁର- ଅମରେନ୍ଦ୍ର ଦାଶ
କାକଟପୁର- ବାଇଧର ମଲ୍ଲିକ
ରଣପୁର- ସୁରମା ପାଢ଼ୀ
ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ
ମୋହନା- ପ୍ରଶାନ୍ତ ମଲ୍ଲିକ
ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା
ରାୟଗଡ଼ା- ବସନ୍ତ ଉଲାକା
ଲକ୍ଷ୍ମୀପୁର- କୈଳାସ କୁଲେସିକା
କୋଟପାଡ- ରୁପୁ ଭତ୍ରା
ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି
ଚିତ୍ରକୋଣ୍ଡା- ଡମ୍ବରୁ ଶିଶା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+