ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ନୂଆପଡା ଉପନିର୍ବାଚନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ଖରିଆର ରୋଡର ମୋଙ୍ଗରାପାଲି ବୁଥ ନମ୍ବର ୬୬ରେ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପରିବାର ସହିତ ଜୟ ଭୋଟ କେନ୍ଦ୍ରକୁ ଯାଇ ଭୋଟ ଦେଇଛନ୍ତି । ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ନୂଆପଡା ବାସୀ । ୩୫୮ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ୨ଲକ୍ଷ ୫୩ହଜାର ୬୨୪ଭୋଟର ।

Jai Dholakia
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+