ଏଥର ହେବ ଲଢେଇ , ସମୀରଙ୍କୁ ବଡ ଦାୟିତ୍ଵ ଦେଲା ବିଜେପି

ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି ।

samir ranjan das

ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ତାଙ୍କୁ କାକଟପୁର, ନିମାପଡା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ବିଶେଷ ଭାବେ ପ୍ରଦାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+