BJP Meeting: ରାଜ୍ୟ ବିଜେପି କାର୍ଯ୍ୟାଳୟରେ କୋର୍ କମିଟି ବୈଠକ ଆରମ୍ଭ
ରାଜ୍ୟ ବିଜେପି କାର୍ଯ୍ୟାଳୟରେ କୋର୍ କମିଟି ବୈଠକ । ପ୍ରଥମ ପର୍ଯ୍ୟାୟ ବୈଠକ ଆରମ୍ଭ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ । ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା ଉପସ୍ଥିତ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ପ୍ରମୁଖ ଉପସ୍ଥିତ । କୋର୍ କମିଟିର ଅନ୍ୟାନ୍ୟ ସଦସ୍ୟଙ୍କୁ ନେଇ ବୈଠକ ଆରମ୍ଭ ।













Click it and Unblock the Notifications