ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ। ବିଜେଡି ଓ କଂଗ୍ରେସର ବିଧାନସଭା ଚଳାଇ ଦେବାରେ ମାନସିକତା ନାହିଁ'। ନିଜ ଦୋଷ ଦୁର୍ବଳତା ଲୁଚାଇବା ପାଇଁ ମିଛ ଡ୍ରାମା କରୁଛନ୍ତି ବିରୋଧୀ । ନବୀନ ଫାଉଣ୍ଡେସନ କଥା ଲୁଚାଇବା ପାଇଁ ମିଛ ସୁଆଙ୍ଗ କରୁଛନ୍ତି ବିରୋଧୀ'। ଆଜି ମୁଲତବି ପ୍ରସ୍ତାବରେ ସ୍ୱାସ୍ଥ୍ୟମନ୍ତ୍ରୀ ଉତ୍ତର ରଖିଥାନ୍ତେ । SCB ଘଟଣାରେ ୪ ଜଣଙ୍କୁ ନିଲମ୍ବନ କରାଯାଇଛି। ମୃତକଙ୍କ ପାଇଁ ସରକାରଙ୍କର ଯଥେଷ୍ଟ ସମବେଦନା ଅଛି।













Click it and Unblock the Notifications