ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ

ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।

Prashant Jagdev

୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମି ମିଳିଛି । ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି । ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା । ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଛନ୍ତି ।

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ୍ ମିଳିଲା । ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ । ୯, ୧୦ ଓ ୧୧ ତାରିଖ ପାଇଁ ଅନ୍ତରୀଣ ଜାମିନ ଦେଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+