ଗୃହରେ କିଟ୍‌ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ

ଗୃହରେ କିଟ୍‌ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । କିଟ୍‌ରେ ଯେଉଁ ଘଟଣା ଘଟିଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କିଟ୍‌ ମାଲିକ କେଉଁ ଦଳର ଥିଲେ, କିଏ ତାଙ୍କୁ କୋଳରେ ବସାଇଥିଲେ । ପରୀ, ମମତା, ମାହାଙ୍ଗା ଘଟଣାରେ ବିଜେଡି ବିଧାୟକ ସାମିଲ ଥିଲେ।

ସେତେବେଳେ ତତ୍କାଳୀନ ମୁଖ୍ୟମନ୍ତ୍ରୀ କିଛି କାର୍ଯ୍ୟାନୁଷ୍ଠାନ ନେଇ ନଥିଲେ । ଆଜି ଆଇନଶୃଙ୍ଖଳା ପାଠ ପଢ଼ାଉଛନ୍ତି, ଯାହା ହାସ୍ୟାସ୍ପଦ ବୋଲି କହିଲେ ଟଙ୍କଧର।

BJP MLA Tankadhar Tripathi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+