ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ
ଓଡ଼ିଶା ଆସିବେ ବିଜେପିର ଦୁଇ ବରିଷ୍ଠ ନେତା। ବିଧାୟକଙ୍କୁ ତାଲିମ ଦେବେ କେନ୍ଦ୍ରୀୟ ନେତା। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଓଡ଼ିଶା ଆସି ବିଜେପି ବିଧାୟକଙ୍କୁ ତାଲିମ ଦେବେ।

ପ୍ରଥମେ ଆସନ୍ତା ୧୭ ତାରିଖରେ ଦିନିକିଆ ଗସ୍ତରେ ଆସି ବିଧାୟକଙ୍କୁ ଟ୍ରେନିଂ ଦେବେ କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ଏହାପରେ ୧୮ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବିଧାୟକଙ୍କ ତାଲିମ କାର୍ୟ୍ୟକ୍ରମରେ ଯୋଗ ଦେବେ।












Click it and Unblock the Notifications