Get Updates
Get notified of breaking news, exclusive insights, and must-see stories!

୧୯ ରେ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସୂଚନା ଦେଲେ ରାଜ୍ୟ ସଭାପତି

ଓଡ଼ିଶା ଆସିବେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି।

jp nadda

ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।

ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+