ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନୀତିନ ନବୀନ । ଖୁବ୍‌ଶୀଘ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନୀତିନ ।

BJP

ତେବେ ନୀତିନ ନବୀନଙ୍କ ଗସ୍ତକୁ ନେଇ ମଙ୍ଗଳବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବଡ଼ ବୈଠକ । ପୂର୍ବାହ୍ନ ସମୟରେ ବସିବ ବୈଠକ । ଏହି ବୈଠକରେ ରାଜ୍ୟ ବରିଷ୍ଠ ନେତା, ବିଜେପିର ରାଜ୍ୟ ପଦାଧିକାରୀ ଯୋଗ ଦେବେ । ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଅନ୍ତର୍ଗତ ରାଜ୍ୟ ପଦାଧିକାରୀ, ଜିଲ୍ଲା ପଦାଧିକାରୀ, ମଣ୍ଡଳ ସଭାପତି, ମଣ୍ଡଳ ସାଧାରଣ ସମ୍ପାଦକ, ତଥା ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଯୋଗ ଦେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+