ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ତାଲିକା ଘୋଷଣା କଲା ବିଜେପି

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ରାଜ୍ୟର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀ ନାମ ତାଲିକା ଘୋଷଣା କରାଯାଇଛି । ଯୁବ ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଶ୍ରୀ ବିରଞ୍ଚି ନାରାୟଣ ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି । ମହିଳା ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ନିଯୁକ୍ତ ହୋଉଛନ୍ତି ।

କୃଷକ ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ପ୍ରସାଦ ମହାପାତ୍ର, ଅନୁସୁଚିତ ଜାତି (ଏସ୍‌ସି) ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ସଂପାଦକ ଶ୍ରୀ ରମେଶ ସାହୁ ଏବଂ ଅନୁସୁଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଅଛି ବୋଲି ପ୍ରେସ୍ ବାର୍ତା ଜରିଆରେ ପ୍ରକାଶ ପାଇଛି ।

ସେହିପରି, ଓବିସି ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ତଥା ବିଧାୟକ ଶ୍ରୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ନିଯୁକ୍ତ ହୋଇଛନ୍ତି ।

BJP odisha
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+