ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଆସନ୍ତା କାଲିଠାରୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ଦେଲେ ସୂଚନା । ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ନିର୍ବାଚନ ପ୍ରକ୍ରିୟା ୩ ଦିନ ଧରି ଚାଲିବ ବୋଲି କହିଛନ୍ତି ପ୍ରତାପ ଷଡ଼ଙ୍ଗୀ ।

bjp odisha

ଜୁଲାଇ ୧ ସୁଦ୍ଧା ରାଜ୍ୟରେ ସଙ୍ଗଠିତ ପ୍ରକ୍ରିୟା ଶେଷ ହେବ । ଏ ନେଇ ବିହାର ସାଂସଦ ସଞ୍ଜୟ ଜୟଶ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+