ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବିଜେପି ସଭାପତି ଜେପି ନଡ୍ଡା

ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏନେଇ ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ଭୁବନେଶ୍ବର: ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏନେଇ ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଜେପି ନଡ୍ଡା ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିବେ ।

JP Nadda

ଆସନ୍ତା ୧୩, ୧୪ ଓ ୧୫ରେ ପୁରୀରେ ହେବାକୁ ଯାଉଛି ବିଜେପିର ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଏହି ପ୍ରଶିକ୍ଷଣରେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକର୍ତ୍ତାମାନେ ଯୋଗ ଦେବେ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଫଳତାକୁ ନେଇ ବିଜେପି କରିବ ଆନ୍ଦୋଳନ । ମୋଟ ୩୭ ହଜାର ବୁଥ ସ୍ତରରେ ଆନ୍ଦୋଳନ କରାଯିବ । ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ରଙ୍କ ସୂଚନା।

ଜେପି ନଡ୍ଡାଙ୍କ ଗସ୍ତ ସମୟର କାର୍ଯ୍ୟକ୍ରମ ନେଇ ଆଜି ବୈଠକରେ ଆଲୋଚନା ହୋଇଛି ବୋଲି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବୁଥସ୍ତରୀୟ ଅଭିଯାନ ପାଇଁ ଖସଡ଼ା ପ୍ରସ୍ତୁତ ହୋଇଛ। ରାଜ୍ୟର ୩୭ ହଜାର ବୁଥରେ ରାଜ୍ୟ ବିଜେପି ପହଞ୍ଚିବ। ସରକାରଙ୍କ କଥା ଗାଁରେ ପହଞ୍ଚାଇବ ବିଜେପି ରାଜ୍ୟ ସରକାରଙ୍କ ବିଫଳତା କଥା କହିବ ବିଜେପି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+