BSKY ଯୋଜନା ନେଇ ବଡ କଥା କହିଲେ ବିଜେପି ସଭାପତି ମନମୋହନ ସାମଲ

ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ BSKY ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନେମାହନ ସାମଲ ।

BSKY scheme

ଓଡ଼ିଶାରେ ଦୀର୍ଘ ୨୪ ବର୍ଷର ସରକାରୀ ଭାଙ୍ଗି ଭାଜପା ନୂଆ ସରକାର ଗଠନ କରିବାକୁ ଯାଉଛି । ତେଣୁ ଏହାପୂର୍ବରୁ ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଖବର ଆସିଛି ଯେ, ବିଏସକେୱାଇ ଯୋଜନା ରାଜ୍ୟରେ ବନ୍ଦ ହୋଇଯିବ । ଯାହା ରାଜ୍ୟର ଅନେକ ହିତାଧିକାରୀଙ୍କ ଚିନ୍ତା ବଢାଇଦେଇଛି । ତେବେ ଏହା ବଦଳରେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ କହିଛନ୍ତି ମନମୋହନ ସାମଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+