ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କହିଲେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଲେ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି କହିଲେ ମନମୋହନ। ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି ।

BJP state president Manmohan Samal returns from Delhi

ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ । ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ । ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନ ହେବ । ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଶ୍ରୀ ସାମଲ କହିଛନ୍ତି, ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ । ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ। ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ । ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ । ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ । ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀ ସାମଲ। ସେ କହିଛନ୍ତି, ବିରୋଧୀଙ୍କ ଅଧିକାର ରହିଛି ଅନାସ୍ଥା ପ୍ରସ୍ତାବ ଆଣିବାର । କଂଗ୍ରେସ ଆଣିବାକୁ ଚାହିଁଲେ ଆଣିବ ଓ ବିଜେଡି ସମର୍ଥନ ଜଣାଇଲେ ଜଣାଇବା । ଆସିଲେ ଆମେ ସାମ୍ନା କରିବୁ, ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+