ଏଥର ୨ ଦିନ ପ୍ରତିଷ୍ଠା ଦିବସ ପାଳନ କରିବ ବିଜେପି, ସୂଚନା ଦେଲେ ସଭାପତି

ଏଥର ୨ ଦିନ ପ୍ରତିଷ୍ଠା ଦିବସ ପାଳନ କରିବ ବିଜେପି । ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । କାଲି ଶ୍ରୀରାମ ନବମୀ ଥିବାରୁ ଦୁଇ ଦିନ ପ୍ରତିଷ୍ଠା ଦିବସ ପାଳିବ ଦଳ କରିବ ଦଳ । ପ୍ରତି କାର୍ଯ୍ୟକର୍ତ୍ତା ନିଜ ନିଜ ଘରେ ଦଳୀୟ ପତାକା ଲଗାଇବେ' ।

MANAMOHAN SAMAL

ବୁଥ୍ ସ୍ତରରେ ୨ ଶହ ପ୍ରାଥମିକ ସଦସ୍ୟଙ୍କୁ ନେଇ ଟିଫିନ୍ ବୈଠକ ହେବ' । ସଦସ୍ୟମାନେ ଘରୁ ବ୍ୟଞ୍ଜନ ଆଣି ବୈଠକରେ ଏକାଠି ବସି ଖାଇବେ' ।କାଲିଠୁ ଆମ୍ବେଦକର ଜୟନ୍ତୀ ଯାଏଁ ଜନସଂପର୍କ କାର୍ଯ୍ୟକ୍ରମ ହେବ'। କାର୍ଯ୍ୟକର୍ତ୍ତାମାନେ ଘର ଘର ଯାଇ ଜନସଂପର୍କ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+