ଚିନ୍ତା ବଢ଼ାଇଲାଣି ବ୍ଲାକ୍ ଫଙ୍ଗସ୍: ବୁର୍ଲା ଭୀମ୍ସାରରେ ଆଉ ୩ ରୋଗୀ ଭର୍ତ୍ତି
ବୁର୍ଲା ଭୀମ୍ସାରରେ ପୁଣି ୩ ଜଣ ବ୍ଲାକ୍ ଫଙ୍ଗସ୍ ରୋଗୀ ଭର୍ତ୍ତି ହୋଇଛନ୍ତି । ତେବେ ଏହି ୩ ଜଣ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କୁ ମିଶାଇଲେ ରାଜ୍ୟରେ ମୋଟ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ୨୫ରେ ପହଞ୍ଚିଛି ।
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ପୁଣି ଡ଼ରାଇଲାଣି ବ୍ଲାକ୍ ଫଙ୍ଗସ୍ । ବୁର୍ଲା ଭୀମ୍ସାରରେ ପୁଣି ୩ ଜଣ ବ୍ଲାକ୍ ଫଙ୍ଗସ୍ ରୋଗୀ ଭର୍ତ୍ତି ହୋଇଛନ୍ତି । ତେବେ ଏହି ୩ ଜଣ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କୁ ମିଶାଇଲେ ରାଜ୍ୟରେ ମୋଟ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ୨୫ରେ ପହଞ୍ଚିଛି ।

ସୂଚନା ଅନୁସାରେ, ରାଜ୍ୟରେ ୩ ଜଣ ସୁସ୍ଥ ହୋଇ ଫେରିବା ପରେ ବର୍ତ୍ତମାନ ୧୩ ଜଣ ଆକ୍ରାନ୍ତ ସ୍ଵତନ୍ତ୍ର ୱାର୍ଡରେ ଚିକିତ୍ସିତ ହେଉଛନ୍ତ। ସେହିପରି ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଭର୍ତ୍ତି ହୋଇଥିବା ସମୁଦାୟଙ୍କ ମଧ୍ୟରୁ ୫ଜଣଙ୍କ ମୃତ୍ୟୁ ହୋଇସାରିଛି। ୫ଜଣ ମୃତକଙ୍କ ମଧ୍ୟରୁ ୨ଜଣ ବ୍ଲାକ୍ ଫଙ୍ଗସ୍ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣ ସନ୍ଦିଗ୍ଧ ବୋଲି ବୁର୍ଲା ଭୀମସାର ସୁପରିଟେଣ୍ଡଣ୍ଟ ଲାଲମୋହନ ନାୟକ ସୂଚନା ଦେଇଛନ୍ତି।
More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ପୁଣି ଖସିଲା ସୁନା-ରୂପା ରେଟ୍ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ












Click it and Unblock the Notifications