ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ

ଯାଯପୁର: ଆଜି ରାଜ୍ୟରେ ଜାରି ରହିଛି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ । ଆଜି ୬ ଲୋକସଭା ଆସନ ଜଗତସିଂହପୁର, କେନ୍ଦ୍ରାପଡ଼ା,ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ।

blo dead

ଆଜି ଭୋଟ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଘଟିଛି । ମତଦାନ ବେଳେ ଯାଜପୁରରେ ଅଘଟଣ । ନିର୍ବାଚନ ଡ୍ୟୁଟିରେ ଥିବା ଈଖଙଙ୍କ ଆକସ୍ମିକ ମୃତ୍ୟୁ ହୋଇଛି । ମୃତ୍ୟୁବରଣ କରିଥିବା ଈଖଙ ଜଣକ ହେଉଛନ୍ତି ମନୋରଞ୍ଜନ ସାହୁ । ମନୋରଞ୍ଜନ ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍‌ରେ କାର୍ଯ୍ୟରତ ଥିଲେ । ତେବେ ବୁଥ୍‌ରେ ହଠାତ ଅସୁସ୍ଥ ପରେ ସେ ଅଚେତ ହୋଇ ପଡ଼ିଥିଲେ । ତାଙ୍କୁ ତୁରନ୍ତ ବିଞ୍ଝାରପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+