ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତ ଛିଟା, ଶ୍ରୀଜିଉଙ୍କର ହେଲା ମହାସ୍ନାନ
ମନ୍ଦିର ପରିସରରେ କାର୍ଯ୍ୟରତ ଦୁଇ ଜେଟିପି ପୋଲିସଙ୍କ ମଧ୍ୟରେ ଝଗଡା ହୋଇଥିଲା । ଭଉୟଙ୍କ ମଧ୍ୟରେ ଗଣ୍ଡଗୋଳ ମାରପିଟ ପର୍ଯ୍ୟନ୍ତ ଯାଇଥିଲା । ଜଣେ ପୋଲିସ କର୍ମଚାରୀଙ୍କ ମାଡରେ ଅନ୍ୟ ଜଣଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଫଳରେ ଶ୍ରୀମନ୍ଦିରରେ ରକ୍ତ ଛିଟା ପଡିଥିବା ଜ
ପୁରୀ: ଶ୍ରୀମନ୍ଦିରରେ ଅଭାବନୀୟ ସ୍ଥିତି। ମନ୍ଦିର ପରିସରରେ କାର୍ଯ୍ୟରତ ଦୁଇ ଜେଟିପି ପୋଲିସଙ୍କ ମଧ୍ୟରେ ଝଗଡା ହୋଇଥିଲା । ଭଉୟଙ୍କ ମଧ୍ୟରେ ଗଣ୍ଡଗୋଳ ମାରପିଟ ପର୍ଯ୍ୟନ୍ତ ଯାଇଥିଲା । ଜଣେ ପୋଲିସ କର୍ମଚାରୀଙ୍କ ମାଡରେ ଅନ୍ୟ ଜଣଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଫଳରେ ଶ୍ରୀମନ୍ଦିରରେ ରକ୍ତ ଛିଟା ପଡିଥିବା ଜଣାପଡିଛି ।

ଆଜି ମଧ୍ୟାହ୍ନ ଧୂପ ପରେ ଏହି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଆହତ ମନୋଜଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି। ତେବେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡ଼ିଛି।
ତେବେ ଆହାତ ହୋଇଥିବା କର୍ମଚାରୀଙ୍କୁ ମେଡିକାଲରେ ଭର୍ତି କରାଯିଛି | ତେବେ ଶ୍ରୀମନ୍ଦିର ମଧ୍ୟରେ ରକ୍ତ ଛିଟା ପଡିବାରୁ ମହାପ୍ରଭୁଙ୍କ ରୀତିନିତୀରେ ବିଭ୍ରାଟ ସୃଷ୍ଟି ହୋଇଛି । ଶ୍ରୀମନ୍ଦିରେ ରକ୍ତ ପଡିବା କାରଣରୁ ବଡ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications