ବିଏମ୍‌ସି ଆଟାକ୍: ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ କମିଶନରେଟ୍ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜୀବନ ରାଉତ, ରଶ୍ମୀ ମହାପାତ୍ର, ଦେବାଶିଷ ପ୍ରଦାନଙ୍କୁ ଗିରଫ କରିଛି ପୋଲିସ । ବିଏମସି ଅଫିସରଙ୍କୁ ବିଧା ଗୋଇଠା ମାରି ଦରମରା କରିଛନ୍ତି ଦୁର୍ବୃତ୍ତ । ଅତିରିକ୍ତ କମିଶନରଙ୍କୁ ଘୋଷାଡ଼ି ପିଟୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

arrest

କାର୍ଯ୍ୟାଳୟରୁ ଘୋଷାଡି ନେବା ସହ ବିଧା, ଗୋଇଠା ମାରୁଥିବାର ମଧ୍ୟ ଦେଖିବାକୁ ମିଳିଛି । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣକାରୀ କିଏ ତାହା ସ୍ପଷ୍ଟ ହୋଇ ନ ଥିବା କହିଛି କମିଶନରେଟ୍ ପୋଲିସ । କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିବେଳେ ଏ ଅଘଟଣ ଘଟିଥିବା ସୂଚନା । ଘଟଣାକୁ ବିଜେପି ପକ୍ଷରୁ ନିନ୍ଦା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+