ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ୪ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି । ଭୁବନେଶ୍ବର, ଖୋର୍ଦ୍ଧା ଓ ରାୟଗଡରେ ଚାଲିଛି ଚଢାଉ । ବଡ଼ଗଡ଼ ବ୍ରିଟ୍‌ କଲୋନୀରେ ଥିବା ଘରେ ମଧ୍ୟ ଚଢାଉ ।

BMC Executive Engineer

ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଜଗନ୍ନାଥ ପଟ୍ଟନାୟକଙ୍କ ସମ୍ପର୍କୀୟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି। ଭିଜିଲାନ୍ସର ୬ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟ ଚାଲିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+