BMC ଜାରି କଲା କଟକଣା: ୫୦ ଜଣଙ୍କ ମଧ୍ୟରେ ହେବ ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟା
ଆଗାମୀ ଶୀତ ଋତୁକୁ ନଜରରେ ରଖି ବିଏମସିର ନୂଆ ଗାଇଡଲାଇନ୍ । ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟା ପାଇଁ ଭୁବନେଶ୍ୱର ମହାନଗର ନିଗମର ନୂଆ ଗାଇଡଲାଇନ୍ ।
ଭୁବନେଶ୍ୱର: ଆଗାମୀ ଶୀତ ଋତୁକୁ ନଜରରେ ରଖି ବିଏମସିର ନୂଆ ଗାଇଡଲାଇନ୍ । ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟା ପାଇଁ ଭୁବନେଶ୍ୱର ମହାନଗର ନିଗମର ନୂଆ ଗାଇଡଲାଇନ୍ । ସର୍ବାଧିକ ୫୦ଜଣରେ ହେବ ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟା । ଆୟୋଜନ ପୂର୍ବରୁ ବିଏମସିର ଅନୁମତି ନେବା ବାଧ୍ୟତାମୂଳକ ।

ଥଣ୍ଡା, ଜ୍ୱର, କାଶ ଥିଲେ ସମାରୋହଠାରୁ ଦୂରେଇ ରହିବେ । ବୟସ୍କ, ଗର୍ଭବତୀ ଓ ୧୦ବର୍ଷରୁ କମ ଶିଶୁଙ୍କୁ ସାମିଲ କରାଯିବାକୁ ନେଇ କଟକଣା । ସମାରୋହରେ ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ କରାଇବେ ଆୟୋଜକ । ସମାରୋହରେ ୬ଫୁଟର ସାମାଜିକ ଦୂରତା ନିୟମ ମାନିବେ । ଖାଇବା ସମୟ ଛଡ଼ା ଅନ୍ୟ ସବୁବେଳେ ମାସ୍କ ପିନ୍ଧିବେ । ପାନ/ଗୁଟଖା ଖାଇବା ଓ ଛେପ ପକାଇବା ସମ୍ପୂର୍ଣ୍ଣ ମନା ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications