ଭୁବନେଶ୍ୱର ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟକୁ ସିଲ କଲା ବିଏମସି

ଭୁବନେଶ୍ୱରରେ ଏସବିଆଇ ବ୍ୟାଙ୍କକୁ ସିଲ୍ କଲା ବିଏମସି । ୟୁନିଟ୍-୧ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଏହାକୁ ୪୮ ଘଣ୍ଟା ପାଇଁ ସିଲ୍ କରିଛି ।

ଭୁବନେଶ୍ୱର: ଭୁବନେଶ୍ୱରରେ ଏସବିଆଇ ବ୍ୟାଙ୍କକୁ ସିଲ୍ କଲା ବିଏମସି । ୟୁନିଟ୍-୧ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଏହାକୁ ୪୮ ଘଣ୍ଟା ପାଇଁ ସିଲ୍ କରିଛି । ଏନେଇ ବିଏମସି କମିଶନର ପ୍ରେମଚନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି ।

SBI

ଷ୍ଟେଟ ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବ ପରେ ଏହି ପଦକ୍ଷେପ ନିଆଯାଇଛି। ଆଗାମୀ ୨ ଦିନ ପାଇଁ ଏସ୍‌ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି।

ସେହିପରି ଆଜି ଭୁବନେଶ୍ୱର ରେଳ ଷ୍ଟେସନରୁ ପ୍ରଥମଥର ପାଇଁ ୨ ଯାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଉଭୟ ଯାତ୍ରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ଯାଂଚ ଚାଲିଛି। ରେଳ ଷ୍ଟେସନରେ ପଜିଟିଭ ଚିହ୍ନଟ ପରେ ଟେଷ୍ଟିଂକୁ ତ୍ୱରାନ୍ବିତ କରାଯାଇଛି ବୋଲି ବିଏମ୍ସି କମିଶନର କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+