ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି; ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି
ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି। ଏନେଇ ସୂଚନା ଦେଲେ ବିଏମ୍ସି ମେୟର ସୁଲୋଚନା ଦାସ। BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । ହାଟରେ ଏନ୍ଫୋର୍ସମେଣ୍ଟ କଡାକଡ଼ି ହେବ । ଜରିପାଲ ଟାଣି ପାରିବେନି ଦୋକାନୀ'। ରାସ୍ତା ଉପରକୁ ମାଡ଼ି ବ୍ୟବସାୟ କରି ପାରିବେନି ଦୋକାନୀ ବୋଲି କହିଲା BMC ।













Click it and Unblock the Notifications