ଆଶ୍ରମ ବିଦ୍ୟାଳୟରେ ୨ୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ମୟୂରଭଞ୍ଜ ଜିଲା ଶାଳଖୁଣ୍ଟା ସ୍ଥିତ ଆଶ୍ରମ ବିଦ୍ୟାଳୟରୁ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟରୁ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଥିବା ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

Body of 2nd class student found hanging in Ashram Vidyalaya

ମିଳିଥିବା ସୂଚନା ମୁତାବକ, ବାଉଁଶ ଖୁଣ୍ଟରୁ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଏତେ ଛୋଟ ପିଲାର ଝୁଲନ୍ତା ମୃତଦେହ ମିଳିବା ସମସ୍ତଙ୍କୁ ଆଶ୍ଚଯ୍ୟ କରିଥିବା ବେଳେ ଛାତ୍ରଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି କରିଛି। କିପରି ଏବଂ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ତାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏପରିକି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରି ଛାତ୍ରୀ ମୃତ୍ୟୁ ଘଟଣାର ଲୋକଲୋଚନ କରିବାକୁ ସାଧାରଣରେ ଦାବି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+