ଓଡ଼ିଶାରେ ବଲିଉଡ୍ ସୁନ୍ଦରୀ ଶିଳ୍ପା ସେଟ୍ଟୀ

ଓଡ଼ିଶାରେ ବଲିଉଡ୍ ସୁନ୍ଦରୀ ଶିଳ୍ପା ସେଟ୍ଟୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଶିଳ୍ପା ସେଟ୍ଟୀ । ଅଭିନେତ୍ରୀଙ୍କ ସହ ମା ସୁନନ୍ଦା ସେଟ୍ଟୀ, ଭଉଣୀ ସମିତା ସେଟ୍ଟୀ ମଧ୍ୟ ପୁରୀ ଗସ୍ତରେ ଆସିଛନ୍ତି।

Shilpa Shetty

ଗୁରୁବାର ଦିନ ବଲିଉଡ୍ ଡିଭା ଶିଳ୍ପା ସେଟ୍ଟୀ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏକ ଜାତୀୟ ଗଣମାଧ୍ୟମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ଶିଳ୍ପା ସେଟ୍ଟୀ । ତେବେ ଓଡ଼ିଶାରେ ପହଞ୍ଚିବା ପରେ ଶିଳ୍ପା ସେଟ୍ଟୀ ପ୍ରଥମେ ପୁରୀ ଗସ୍ତରେ ଯାଇଛନ୍ତି । ମା ସୁନନ୍ଦା ସେଟ୍ଟୀ, ଭଉଣୀ ସମିତ ସେଟ୍ଟୀଙ୍କ ସହିତ ବଡ଼ଦେଉଳ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହି ଅବସରେ ଶିଳ୍ପା ସେଟ୍ଟୀଙ୍କୁ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+