ଭୁବନେଶ୍ୱର କୋର୍ଟକୁ ବୋମା ଧମକ
ଭୁବନେଶ୍ୱର କୋର୍ଟକୁ ବୋମା ଧମକ । ମେଲ୍ ଜରିଆରେ କୋର୍ଟକୁ ଉଡାଇ ଦେବାକୁ ଧମକ । ଅଜଣା ମେଲ୍ ନେଇ କୋର୍ଟ ପରିସରରେ ଆତଙ୍କ। ଖବର ପାଇ କମିସନରେଟ ପୋଲିସ ବମ୍ ସ୍କ୍ୱାଡ୍ ଓ ଡଗ ସ୍କ୍ୱାଡ ତଦନ୍ତ ଆରମ୍ଭ କରିଛନ୍ତି । କୋର୍ଟ ପରିସରରେ ପୋଲିସ ଟିମ୍ ପହଂଚିଛି। କୋର୍ଟ କର୍ମଚାରୀ, ମାଜିଷ୍ଟ୍ରେଟ ଏବ୍ଂ ଓକିଲଙ୍କ ସହ ଆଲୋଚନା କରୁଛି ପୋଲିସ ।

ନିକଟରେ ପୁରୀ କୋର୍ଟକୁ ଉଡାଇଦେବାକୁ ମେଲରେ ଧମକ ଆସିଥିଲା । ଫଳରେ ଆଇନଜୀବୀମାନେ ଭୟରେ କୋର୍ଟ ବାହାରକୁ ବାହାରି ଆସିଥିଲେ । ମେଲ୍ ରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପୋଲିସ ତନାଘନା ଜାରି ରହିଥିଲା । ଅଦାଲତର ସମସ୍ତ କାର୍ଯ୍ୟକୁ ବନ୍ଦ କରାଯାଇଛି । ମେଲ ଆସିବା ପରେ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ଗତ ଫେବୃଆରୀ ୬ ତାରିଖରେ ମଧ୍ୟ ପୁରୀ କୋର୍ଟକୁ ବୋମା ଧମକ ମିଳିଥିଲା ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications