ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ତହସିଲ ଏଆର୍‌ଆଇ

ଭିଜିଲାନ୍ସ ପଞ୍ଝାରେ ବୋରିଗୁମ୍ମା ତହସିଲ ଏଆର୍‌ଆଇ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍‌ । ଏକାସାଙ୍ଗେ ୮ଟି ଠିକଣାରେ ଚାଲିଛି ଚଢାଉ ।

vigilance

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍‌ । ଏକାସାଙ୍ଗ ଭିଜିଲାନ୍ସ ଟିମ୍‌ ୮ଟି ଠିକଣାରେ କରୁଛି ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ବାସଭବନ, ଅଫିସ , ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ, ସଂପର୍କୀୟଙ୍କ ଘର ରହିଛି । ବର୍ତ୍ତମାନ ଯାଏଁ ଏହି ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ଅନୁମାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+