ଛାତ୍ରଛାତ୍ରୀଙ୍କ ସାଇକେଲରେ "ଆମେ ଗଢ଼ିବୁ ନୂଆ ଓଡ଼ିଶା"ର ବ୍ରାଣ୍ଡିଂ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିଲା "ଆମେ ଗଢ଼ିବୁ ନୂଆ ଓଡ଼ିଶା"ର ବ୍ରାଣ୍ଡିଂ । ପୂର୍ବରୁ ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତି ସ୍କୁଲକୁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଥିଲା ।

new odisha

ଆଜି ସେହି କ୍ରମରେ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ସ୍କୁଲର ନବମ ଶ୍ରେଣୀ ପିଲାଙ୍କ ସାଇକେଲରେ ଷ୍ଟିକର ଲାଗିଛି । ଏହା ସହ " ଆମେ ପଢ଼ିବୁ, ବଢ଼ିବୁ, ଶ୍ରେଷ୍ଠ ହେବୁ"ର ଷ୍ଟିକର ମଧ୍ୟ ଲଗାଯାଇଛି ।

କ୍ୟାପିଟାଲ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମଙ୍ଗରାଜଙ୍କ କହିବା କଥା ସରକାର ନୂଆ ଯୋଜନା ଆଣିଛନ୍ତି । ପିଲାମାନେ କିଭଳି ସ୍ମାର୍ଟ ହେବେ, ସବୁଦିନ ସ୍କୁଲ ଆସିବେ, ଉପସ୍ଥାନ ବଢ଼ିବ ସେ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ସେପଟେ ଛାତ୍ରଛାତ୍ରୀ ମଧ୍ୟ ନୂଆ ସାଇକେଲ ଓ ବ୍ରାଣ୍ଡିଂ ଷ୍ଟିକର ଲାଗିବା ନେଇ ବେଶ ଖୁସି ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+