Breaking: ଓଡିଶା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ୟୁକେ ଷ୍ଟ୍ରେନ୍ ଚିହ୍ନଟ

ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣଠାରେ ୟୁକେ ଷ୍ଟ୍ରେନ୍ ରହିଛି। ତେବେ ୩ ଜଣଙ୍କ ପାଖରେ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣଠାରେ ୟୁକେ ଷ୍ଟ୍ରେନ୍ ରହିଛି। ତେବେ ୩ ଜଣଙ୍କ ପାଖରେ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Corona Positive

୧୮ଟି ରାଜ୍ୟରୁ ମୋଟ ୭୭୧ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଛି । ୭୭୧ରୁ ୭୩୬ଟି ହେଉଛି ୟୁକେ ଷ୍ଟ୍ରେନ୍। ଅନ୍ୟ ୩୪ଟି ଦକ୍ଷିଣ ଆଫ୍ରିକା ଏବଂ ଗୋଟିଏ ବ୍ରାଜିଲ ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ମୋଟ ୭୩୬ ୟୁକେ ଷ୍ଟ୍ରେନ୍ ଭିତରୁ ଓଡ଼ିଶାରୁ ୩ଟି ଥିବା ସୂଚନା ମିଳିଛି। ସର୍ବାଧିକ ୩୩୬ ୟୁକେ ଷ୍ଟ୍ରେନ୍ ପଞ୍ଜାବରୁ ଚିହ୍ନଟ ହୋଇଥିବା ଉଲ୍ଲେଖ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+