କେନ୍ଦୁଝରରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ହେବ MOU:ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଝୁମ୍ପୁରାଠାରେ ଏକ ନବନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଭୁବନେଶ୍ୱରରେ ଆଗାମୀ ୨୮-୨୯ ତାରିଖରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଏକ ଏମଓୟୁ ସ୍ବାକ୍ଷରିତ ହେବ। ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି।

mohan majhi

ଅପରପକ୍ଷରେ ଉଦଘାଟିତ ହୋଇଥିବା ଏହି ସେତୁଟି ଝୁମ୍ପୁରା-ଉଖୁଣ୍ଡା ରାସ୍ତାରେ କେନାଲ ଉପରେ ନିର୍ମିତ ହୋଇଛି। ଏହା ଦ୍ବାରା ଝୁମ୍ପୁରା ଓ ଶ୍ରୀ ରାମପୁର ଗ୍ରାମ ଯୋଡ଼ି ହୋଇ ଯୋଗାଯୋଗର ସୁବିଧା ହୋଇଛି। ଏହା ଦ୍ବାରା ନିକଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ସହିତ ଦୈନିକ ୫ ହଜାରରୁ ୧୦ ହଜାର ଲୋକ ଉପକୃତ ହେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+