୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର
ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର । ଜଳେଶ୍ବର ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ କମର୍ଦା ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ବ୍ରାଉନସୁଗର ଜବତ କରିଛି।
ଜଳେଶ୍ବର: ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର । ଜଳେଶ୍ବର ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ କମର୍ଦା ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ବ୍ରାଉନସୁଗର ଜବତ କରିଛି ।

ପଶ୍ଚିମବଙ୍ଗରୁ ଓଡିଶା ଚାଲାଣ ବେଳେ ଏହି ବ୍ରାଉନସୁଗର ଜବତ ହୋଇଥିବା ଜଣାପଡ଼ିଛି। ଏହାର ପରିମାଣ ଏକ କେଜି ରହିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏଥି ସହ ଦୁଇ ଜଣ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରାଯାଇଥିବା ସୂଚନା ।












Click it and Unblock the Notifications