Get Updates
Get notified of breaking news, exclusive insights, and must-see stories!

ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ସୂଚନା ଦେଲେ ବୋର୍ଡ ସଭାପତି

Matric Result 2024: ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ବୋର୍ଡ ପକ୍ଷରୁ ଏକ ପ୍ରେସମିଟ୍ କରି ସୂଚନା ଦେଲେ ବୋର୍ଡ ସଭାପତି । ୧୪ ତାରିଖରୁ ଖାତା ଦେଖା ଆରମ୍ଭ ହୋଇ ୨୮ ତାରିଖ ସୁଦ୍ଧା ଶେଷ ହେବ । ରେଜଲ୍ଟ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଡିଡିଟାଲ ସାର୍ଟିଫିକେଟ୍ ମିଳିବ । ମୋଟ୍ ୧୬ ହଜାର ଶିକ୍ଷକ ଖାତା ଦେଖାରେ ନିୟୋଜିତ ଅଛନ୍ତି । ଆଗକୁ ନିର୍ବାଚନ ଥିବାରୁ କିଛି ସମସ୍ୟା ରହିଛି, ହେଲେ ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବ ।

Matric Result 2024
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+