ଘୁଞ୍ଚିଲା ଓଟିଇଟି ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ
କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବିଏସଇ ସୂଚନା ଅନୁଯାୟୀ, ପରୀକ୍ଷା ହେବା ପାଇଁ ପୂର୍ବରୁ ଅଗଷ୍ଟ ୯ ତାରିଖରେ ଧାର୍ଯ୍ୟ କରାଯାଇଥିଲା ।

ମାତ୍ର ଏହାକୁ ଅଗଷ୍ଟ 17 ତାରିଖକୁ ଘୁଞ୍ଚାଇ ଦିଆଯାଇଛି । BSE ଏହାର ଅଫିସିଆଲ୍ ୱେବସାଇଟରେ ସଂଶୋଧିତ OTET ପରୀକ୍ଷା ତାରିଖ ଘୋଷଣା କରିଛି । ସପ୍ଲିମେଣ୍ଟାରୀ ପରୀକ୍ଷା ଚାଲି ଥିବାରୁ ଏହି ପରୀକ୍ଷାକୁ ପରିବର୍ତ୍ତନ କରାଯାଇଥିବା ବୋର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଅଗଷ୍ଟ 12 ତାରିଖରୁ BSE ୱେବସାଇଟ୍ www.bseodisha.ac.inରେ ଉପଲବ୍ଧ ହେବ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications