Get Updates
Get notified of breaking news, exclusive insights, and must-see stories!

ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ, ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର.......

ଓଡ଼ିଶାରେ ଏବେ ଛୋଟଛୋଟ ଗ୍ରୁପ ହୋଇ ବୁଲୁଛନ୍ତି ମାଓବାଦୀ । ଆନ୍ଧ୍ର ଓ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ ଅଞ୍ଚଳ ଉପରେ ବିଏସଏଫ ବିଶେଷ ନଜର ରଖିଛି । ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ ଦେଇଛନ୍ତି । ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର ହେବ ।

ହିଡିମ୍ବା ଭଳି ପ୍ରତି ମାଓ ନେତାଙ୍କ ଉପରେ ନଜର ରହିଛି । ଡ୍ରୋନ ଓ ସାଟେଲାଇଟ ଜରିଆରେ ଆଣ୍ଟି ନକ୍ସଲ ଅପରେସନ ଟେକ୍ନୋଲୋଜି ବ୍ୟବହାର କରାଯାଉଛି । କନ୍ଧମାଳ, ବୋଦ୍ଧ, କଳାହାଣ୍ଡିରେ ମାଓ ମୁକାବିଲାରେ ବିଏସଏଫ ମୁତୟନ ଅଛନ୍ତି । ଚଳିତ ବର୍ଷ ମିଳିତ ଅପରେସନରେ ୧୯ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଏସଏଫ ଆଇଜି ।

BSF IG issues stern warning to Maoists surrender or face encounter
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+