ଏଣିକି ସରକାରୀ ଅଫିସରେ BSNL ନେଟୱର୍କ ବ୍ୟବହାର ବାଧ୍ୟତାମୂଳକ

ଏଣିକି ସରକାରୀ ଅଫିସରେ BSNL ନେଟୱର୍କ ବ୍ୟବହାର ବାଧ୍ୟତାମୂଳକ । ଭାରତ ସଂଚାର ନିଗମ ଲିମିଡେଟ୍‌ (ବିଏସ୍‌ଏନ୍‌ଏଲ୍‌)ର ପୂର୍ବ ସ୍ଥିତି ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାର ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କକୁ ମଜବୁତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଏକେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ସବୁ ବିଭାଗକୁ ଚିଠି ଲେଖି ଜଣାଇଛି ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ।

bsnl

ଏଣିକି ସମସ୍ତ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍, ବ୍ରଡ୍ ବ୍ୟାଣ୍ଡ, ଲ୍ୟାଣ୍ଡଲାଇନ, ଲିଜ୍ ଲାଇନ୍ ସେବା ବ୍ୟବହାର ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+