ଫେବୃୟାରୀ ୫ରୁ ଷୋଡ଼ଶ ବିଧାନସଭାର ୧୫ତମ ଅଧିବେସନ : ଆଜି ବସିବ ସର୍ବଦଳୀୟ ବୈଠକ
Budget Session of Odisha: ଆସନ୍ତାକାଲିଠୁ ଆରମ୍ଭ ହେବ ଷୋଡଶ ବିଧାନସଭାର ୧୫ତମ ଅଧିବେଶନ । ଫେବ୍ରୁଆରୀ ୫ ରୁ ଆରମ୍ଭ ହୋଇ ଏହି ଅଧିବେଶନ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ମୋଟ୍ ୭ଟି କାର୍ଯ୍ୟ ଦିବସ ରହିବ ଏବଂ କାମଚଳା ବଜେଟ୍ ଆଗତ କରିବେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ ଆଖୁର । ତେବେ ଗୃହ ଯେପରି ସିରୁଖୁରୁ ଶେଷ ହେବ ସେନେଇ ଆଜି ବସିବା ପାଇଁ ଯାଉଛି ସର୍ବଦଳୀୟ ବୈଠକ ।

ସୂଚନାଅନୁସାରେ, ଆଜି ସନ୍ଧ୍ୟା 6.30 ସମୟରେ ଏହି ସର୍ବଦଳୀୟ ବୈଠକ ବସିବା ପାଇଁ ଯାଉଛି । ସେହିପରି ଆସନ୍ତାକାଲି ବିଜେଡିର ବିଧାୟକ ଦଳର ବୈଠକ ବସିବ । ବିଧାନସଭା ନେଇ ବିଜେପି ଓ କଂଗ୍ରେସ ମଧ୍ୟ ନିଜ ରଣନୀତି ପ୍ରସ୍ତୁତ କରିଥିବା ନେଇ ସୂଚନା ରହିଛି । । ତେବେ ଗୃହକୁ ସପରିଚାଳନା ପାଇଁ ଉଭୟ ଶାସକ ଓ ବିରୋଧୀଙ୍କ ସହଯୋଗ ଲୋଡିବେ ବାଚସ୍ପତି ପ୍ରମିଳା ମଲ୍ଲିକ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications