ଗୁଳି ଖାଇ ଜଙ୍ଗଲରେ ପଡ଼ିଛି ଦନ୍ତା, ମୁହଁ, ଶୁଣ୍ଢ ଓ ଦେହରେ ଲାଗିଛି ୩ଟି ଗୁଳି
ବଡ଼ମ୍ବା ନରସିଂହପୁର ଜଙ୍ଗଲରେ ଜୀବନ ସହ ସଂଘର୍ଷ କରୁଛି ଗୁଳିବିଦ୍ଧ ଦନ୍ତା। ମୁହଁ, ଶୁଣ୍ଢ ଓ ଦେହରେ ଲାଗିଛି ୩ଟି ଗୁଳି । ଭେଟେନାରୀ ଡାକ୍ତର ହାତୀର ଆଶୁ ଚିକିତ୍ସା କରିଛନ୍ତି ।
କଟକ: ଜିଲ୍ଲା ବଡ଼ମ୍ବା ନରସିଂହପୁର ଜଙ୍ଗଲରେ ଜୀବନ ସହ ସଂଘର୍ଷ କରୁଛି ଗୁଳିବିଦ୍ଧ ଦନ୍ତା। ମୁହଁ, ଶୁଣ୍ଢ ଓ ଦେହରେ ଲାଗିଛି ୩ଟି ଗୁଳି । ଭେଟେନାରୀ ଡାକ୍ତର ହାତୀର ଆଶୁ ଚିକିତ୍ସା କରିଛନ୍ତି । ହାତୀର ଶୁଣ୍ଢ, ମୁହଁ ଓ ଦେହର ଡାହଣ ଭାଗରେ ଗୁଳି ବାଜିଥିବା ବେଳେ ସେ ଆହତ ଅବସ୍ଥାରେ ଜଙ୍ଗଲରେ ଘୁରି ବୁଲୁଛି ।

ଏନେଇ ବଡ଼ମ୍ବା ବିଧାୟକ ଦେବୀ ମିଶ୍ର ଫେସବୁକ୍ରେ ପୋଷ୍ଟ ମଧ୍ୟ କରିଛନ୍ତି। ସେପଟେ ହାତୀକୁ ଗୁଳି ଘଟଣାରେ ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଜଙ୍ଗଲ ମନ୍ତ୍ରୀ ପ୍ରଦୀପ ଅମାତ ।
ନିକଟରେ ବୌଦ୍ଧର କିଛି ଜଙ୍ଗଲେ ହାତୀ ମୃତଦେହ ମିଳିବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ଏହା ପୂର୍ବରୁ ଆଠଗଡ ବନଖଣ୍ଡ ବଡମ୍ବା ରେଞ୍ଜର ଖାରଡ ଓ ଜେନାପାଳ ଗାଁରୁ ମାଟିତଳୁ ୨ଟି ହାତୀ କଙ୍କାଳ ମିଳିଥିଲା।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ










Click it and Unblock the Notifications