ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ
ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ। ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ ନିଷ୍ପତ୍ତି । ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟଙ୍କ ସୂଚନା।
ପୂର୍ବରୁ ଗତ ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଗଡିବ ନାହିଁ ବୋଲି କୁହାଯାଇଥିଲା । ହେଲେ ରାଜ୍ୟ ସରକାରଙ୍କ ସହ ସଂଘର ଆଲୋଚନା ପରେ ଏହାକୁ ସ୍ଥଗିତ ରଖାଯାଇଥିଲା ।
ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ପରିଷଦରେ ତୀବ୍ର ବିରୋଧ କରାଯାଇଥିଲା ।ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ ।

ସୂଚନାଥାଉକି, ଆସନ୍ତା 2 ତାରିଖରେ ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଥିଲା । ଆଉ ସେଦିନ ଅବିଭକ୍ତ କୋରାପୁଟ ଜିଲ୍ଲାର କୋରାପୁଟ, ମାଲକାନଗିରି, ଜୟପୁର ଏବଂ ନବରଙ୍ଗପୁରକୁ କୌଣସି ଘରୋଇ ବସ୍ ଚଳାଚଳ କରି ନଥିଲା । ବସ ଧର୍ମଘଟ ଦେଖିବାକୁ ମିଳିଥିଲା ।
ତେବେ ଆସନ୍ତା ୨୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ । ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟାବ୍ୟାପୀ ବସ୍ ଧର୍ମଘଟ ସ୍ଥଗିତ ହୋଇଛି ବୋଲି କୁହାଯାଇଥିଲା । ସରକାରଙ୍କ ସହ ଆଲୋଚନା କରିବା ପରେ ଏପରି ନିଷ୍ପତ୍ତି ନେଇଥିଲେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ସିଏମଓ ଓ ବସ୍ ମାଲିକ ସଂଘ ବୈଠକ ବାସିଥିଲା ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications