୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍ । ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଲେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

C P Radhakrishnan takes oath as 15th Vice President of India
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+