ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ:୧୭ ପ୍ରସ୍ତାବକୁ ମୋହର, ଗ୍ରାଣ୍ଟ ଇନ୍ ଏଡ୍ ଶିକ୍ଷକଙ୍କୁ ୭ମ ବେତନ କମିଶନ
ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ:୧୭ ପ୍ରସ୍ତାବକୁ ମୋହର,ଗ୍ରାଣ୍ଟ ଇନ୍ ଏଡ୍ ଶିକ୍ଷକଙ୍କୁ ୭ମ ବେତନ କମିଶନ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଶତପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସମସ୍ତ ବେସରକାରୀ ହାଇସ୍କୁଲ, ୟୁପି ସ୍କୁଲ, ମଦ୍ରାସାରେ ଶିକ୍ଷକ ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ । ମୋଟ୍ ୨୬, ୧୬୪ ଶିକ୍ଷକ ଏବଂ କର୍ମଚାରୀ ଉପକୃତ ହେବେ । ଏଥି ପାଇଁ ସରକାର ବର୍ଷକୁ ୨୮୦ କୋଟି ୪୮ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ । ଆଜି ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବ ସମେତ ୧୭ଟି ପ୍ରସ୍ତବକୁ ଅନୁମୋଦନ କରିଛନ୍ତି ।

ସେହିପରି ଦୁବାଇ, ବ୍ୟାଙ୍କକ ଓ ସିଙ୍ଗାପୁର ଭଳି ଆନ୍ତର୍ଜାତିକ ସହରକୁ ଏଣିକି ଭୁବନେଶ୍ୱରରୁ ସିଧାସଳଖ ବିମାନ ଚଳାଚଳ ନିମନ୍ତେ ଇଣ୍ତିଗୋ ଏୟାରଲାଇନ୍ସକୁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେବେ । ଆନ୍ତର୍ଜାତିକ ସହରକୁ ଭୁବନେଶ୍ୱରରୁ ଡାଇରେକ୍ଟ ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଡାକିଥିବା ଟେଣ୍ତରରେ ଇଣ୍ତିଗୋ ଏୟାରଲାଇନ୍ସ ଭାଗ ନେଇଥିଲା । ଆଜି ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏନେଇ ସୂଚନା ଦେଇଛନ୍ତି ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications