ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା-୨୦୧୭ ଆଇନ ସଂଶୋଧନକୁ ମଞ୍ଜୁରୀ; ଶୀଘ୍ର ୫ ହଜାର ଡାକ୍ତର ହେବେ ନିଯୁକ୍ତି
ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା ନିୟମାବଳୀ-୨୦୧୭ ସଂଶୋଧିତ। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ହୋଇଛି । ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ।
ଅଧିକ ମେଡିକାଲ୍ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ। ତ୍ବରିତ ଭାବେ ୫ ହଜାର ଡାକ୍ତର ପଦ ପୂରଣ କରିବୁ। ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି।













Click it and Unblock the Notifications