ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ, ଏନେଇ ବବି ଦାସ ଓ ଅଧିରାଜ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା ମିଳି ନାହିଁ

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ। କୋମନା ଥାନାରେ ଯୁବକଙ୍କ ଲିଖିତ ଅଭିଯୋଗ ଅଧାରରେ ମାମଲା। ବବି ଦାସଙ୍କ ସହ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ମାମଲା । BNS ୧୨୬ (୨), ୨୯୬, ୧୧୫ (୨), ୩୫୧ (୨) ଓ ୩ (୫) ଧାରାରେ ମାମଲା ରୁଜୁ । ବିଜେଡି ନେତା ମନୋଜ ମିଶ୍ରଙ୍କ ଫାର୍ମ ହାଉସରେ ମାଡ଼ ମାରିଥିବାର ଅଭିଯୋଗ। ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ। ବିଜେପିରେ କାହିଁକି ବୁଲୁଛୁ କହି ମାଡ଼ ମାରିଥିବାର ଅଭିଯୋଗ । ଏନେଇ ବବି ଦାସ ଓ ଅଧିରାଜ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା ମିଳି ନାହିଁ ।

Bobby Das
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+