ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀଙ୍କୁ ଗିରଫ କଲା ସିବିଆଇ
ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ । କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା CBI । ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ CBI। ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଥିଲା CBI । ୫୦ ଲକ୍ଷର ଡିଲ୍ ହୋଇଥିଲା, ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ । ଖଣି ମାମଲା ରଫାଦଫା କରିବାକୁ ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ।













Click it and Unblock the Notifications