ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା
CBSE 10th And 12th Exam Date: ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା । ଦଶମ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୮ ତାରିଖ ଯାଏଁ ଚାଲିବ । ସେହିପରି ଫେବ୍ରୁଆରୀ ୧୫ରୁ ଅପ୍ରେଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ତେବେ ଏହା ପୂର୍ବରୁ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାଦଶ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରି ସାରିଛି।

ଫେବ୍ରୁଆରି ୧୮ ତାରିଖରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଫେବ୍ରୁଆରି ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ ହେବା ନେଇ ସୂଚନା ରହିଛି । ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଥିଓରୀ ପରୀକ୍ଷା ଜାରି ରହିବ । ଜାନୁଆରି ୨ରୁ ୧୨ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ହେବ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications